ନେହରୁ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବିନମ୍ର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ହେଉଛି ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଜୟନ୍ତୀ । ତାଙ୍କ ଜନ୍ମଦିବସକୁ ଭାରତରେ ଶିଶୁ ଦିବସ ଭାବେ ବି ପାଳନ କରାଯାଏ । ଜୟନ୍ତୀରେ ପଣ୍ଡିତ ନେହେରୁଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସ୍ୱାଧୀନତା ସଂଗ୍ରାମ ଓ ଏକ ଆଧୁନିକ, ପ୍ରଗତିଶୀଳ ଭାରତ ନିର୍ମାଣରେ ଜବାହରଲାଲ ନେହରୁଙ୍କ ଉଲ୍ଲେଖନୀୟ ଅବଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶ୍ରଦ୍ଧାଞ୍ଜଳି ବାର୍ତ୍ତାରେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × five =