ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଭାରତୀୟ ସ୍ୱାଧୀନତା ସଂଗ୍ରାମର ଅନ୍ୟତମ ପ୍ରବାଦ ପୁରୁଷ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଆଜି ଜୟନ୍ତୀ । ଏହି ଅବସରରେ ଲୌହମାନବଙ୍କୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ସ୍ୱାଧୀନତା ସଂଗ୍ରାମ ଓ ସ୍ୱାଧୀନତା ପରବର୍ତ୍ତୀ ଦେଶର ଐକ୍ୟ ଓ ସଂହତି ପ୍ରତିଷ୍ଠାରେ ତାଙ୍କର ଅନୁକରଣୀୟ ନେତୃତ୍ୱ ଆମ ଇତିହାସର ଗୌରବମୟ ଘଟଣା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

eight + four =