ଇଦ୍ ଏବଂ ସୁନାବେଶ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ନିୟନ୍ତା ମହାପ୍ରଭୁଙ୍କ ପବିତ୍ର ସୁନାବେଶ । ସେପଟେ ଆଜି ମୁସଲିମ ଧର୍ମର ବଡ଼ ପର୍ବ ଇଦ୍ । ଦୁଇ ଧର୍ମର ବଡ଼ ପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଶୁଭେଚ୍ଛା ଜଣାଇଥିବା ଦେଖିବାକୁ ମିଳିଛି । କୋଭିଡ ସଂକ୍ରମଣ ସମୟରେ ସୁରକ୍ଷିତ ରହିବା ଲାଗି ମଧ୍ୟ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

3 − 1 =