ସ୍ୱାଧିନତା ସଂଗ୍ରାମୀ ଇଶ୍ୱର ବିଶୋୟୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ଇଶ୍ୱର ବିଶୋୟୀଙ୍କ ପରଲୋକ ହୋଇଛି । ଆଜାଦହୀନ୍ଦ ଫୌଦର ସଦସ୍ୟ ଥିଲେ ଇଶ୍ୱର । ୨୦୧୮ ମସିହାରେ ସେ ରାଷ୍ଟ୍ରପତିଙ୍କଠାରୁ ସମ୍ମାନିତ ହୋଇଥିଲେ । ତାଙ୍କର ପରଲୋକରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି । ତେବେ ମୁଖ୍ୟମନ୍ତ୍ରୀ ମଧ୍ୟ ଶୋକ ପ୍ରକାଶ କରିଥିବା ଦେଖିବାକୁ ମିଳିଛି । ନିଜ ସୋସିଆଲ ମିଡିଆ ସାଇଟ ଟ୍ୱିଟରରେ ସେ ପୋଷ୍ଟ କରିଥିବା ଦେଖିବାକୁ ମିଳିଛି ।

Share

Leave a Reply

Your email address will not be published. Required fields are marked *

eight − four =