ଆଜି ସଦ୍ଧ୍ୟା ୭ଟାରେ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସଦ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ସଦ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ କହିବେ ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀ କଣ ସମ୍ବୋଧନ କରିବେ ତାଉପରେ ସମସ୍ତଙ୍କ ନଜର । ତେବେ କିଛି ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେବେ ବୋଲି କୁହାଯାଉଛି ।

Share

Leave a Reply

Your email address will not be published. Required fields are marked *

5 × three =