ଭାରତୀୟ ମହିଳା ହକି ଦଳକୁ ପ୍ରଂଶସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ଚତୁର୍ଥ ସ୍ଥାନରେ ରହିବା ପରେ ମହିଳା ହକି ଟିମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ଟୋକିଓରେ ମହିଳା ହକି ଦଳର ଲଢ଼ୁଆ ପ୍ରଦର୍ଶନ ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଲଢ଼ୁଆ ପ୍ରଦର୍ଶନ ଜାରି ରଖିବାକୁ ଓ ଆଗାମୀ ପିଢ଼ିକୁ ପ୍ରେରଣା ଦେବାକୁ ଶୁଭେଛା ବାର୍ତ୍ତାରେ ଟୁଇଟ୍ କରି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। ଏହାଛଡ଼ା ସେ ସମସ୍ତ ଖେଳାଳିଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

eight + 11 =