ଦୀପାବଳିରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଦିଲ୍ଲୀରୁ ପଲ୍ଲୀ ସବୁଠି ଉତ୍ସବ ମୁଖର । ବିଭିନ୍ନ ରାଜ୍ୟରେ ବିଭିନ୍ନ ଧର୍ମରେ ଏହି ପର୍ବକୁ ବେଶ ଆଡମ୍ବରରେ ପାଳନ କରାଯାଉଛି । ତେବେ ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜର ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଲେଖିଛନ୍ତି କି, ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ।

Share

Leave a Reply

Your email address will not be published. Required fields are marked *

17 − ten =