ସ୍ୱାଧିନତା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦେଶ ପାଳୁଛି ୭୫ତମ ସ୍ୱାଧିନତା ଦିବସ । ପଲ୍ଲୀରୁ ଦିଲ୍ଲୀ ସବୁଠି ହୋଇ ଉଠିଛି ଉତ୍ସବ ମୁଖର । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଲେଖିଛନ୍ତି କି, ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖି ଆସନ୍ତୁ ଏକ ସମୃଦ୍ଧ ଭାରତ ଗଠନ ପାଇଁ ସଂକଳ୍ପବଦ୍ଧ ହେବା।

Share

Leave a Reply

Your email address will not be published. Required fields are marked *

11 + 20 =