ରବି ଦହିଆଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ଅଲମ୍ପିକ୍ସରେ ରେସଲିଂରେ ଫାଇନାଲରେ ପହଞ୍ଚିଛନ୍ତି ଭାରତୀୟ ଖେଳାଳୀ ରବିକୁମାର ଦହିଆ । ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜର ଟ୍ୱିଟର ପେଜରେ ଶୁଭେଚ୍ଛା ଜଣାଇଛନ୍ତି । ସେପଟେ ଅଲିମ୍ପିକ୍ସରେ ବ୍ରୋଞ୍ଚ ପଦକ ଜିତିଥିବା ଲଭଲିନାଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।

Share

Leave a Reply

Your email address will not be published. Required fields are marked *

seventeen − three =