୧୧.୩୦ ପର୍ଯ୍ୟନ୍ତ ଗୃହ ମୁଲତବି

ଭୁବନେଶ୍ୱର : ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ । ଆରମ୍ଭରୁ ହଟ୍ଟଗୋଳ । ମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ବିଜେପି ସଦସ୍ୟଙ୍କ କାର୍ଯ୍ୟାନୁଷ୍ଠାନ ଦାବି । ମାହାଙ୍ଗା ଡବଲ ମର୍ଡର ମାମଲାରେ କାର୍ଯ୍ୟାନୁଷ୍ଠାନ ଦାବିରେ ହୋହଲ୍ଲା । ଚାଷୀ ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କଲେ କଂଗ୍ରେସ ସଦସ୍ୟ । ଦିନ ୧୧.୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୂଚର୍ଯ୍ୟନାରାୟଣ ପାତ୍ର ।

Share

Leave a Reply

Your email address will not be published. Required fields are marked *

20 − 13 =