ବାତ୍ୟା ବୁଲବୁଲରେ ହୋଇଥିବ କ୍ଷୟକ୍ଷତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ବାତ୍ୟା ବୁଲବୁଲରେ ହୋଇଥିବ କ୍ଷୟକ୍ଷତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଲୋକସେବା ଭବନରେ ଏହି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆକାଶମାର୍ଗରୁ ପ୍ରଭାବିତ ଅଂଚଳ ଅନୁଧ୍ୟାନ କରିବା ପରେ ଆଜି ସମୀକ୍ଷା ହୋଇଥିଲା । ଏହା ସହ ୫ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ଆଲୋଚନା ମଧ୍ୟ କରିଥିଲେ । ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ,ଏସଆରସି ଉପସ୍ଥିତି ରହିଥିଲେ ।
Share

Leave a Reply

Your email address will not be published. Required fields are marked *

1 + four =