ରାଜ୍ୟରେ ୨୪ ଘଣ୍ଟାରେ ୧୭୮୪ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୮୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୫୩୦୮୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ୭୪୯ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୧୦୩୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲରାୁ ୨ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୮୦ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ,ବରଗଡ଼ ଜିଲ୍ଲାରୁ ୮୭ଜଣ, ଭଦ୍ରକ ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୬୮ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୫୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ ଚିହ୍ନଟ ହୋଇଛନ୍ତି ।

ସେହିଭଳି ବଲାଙ୍ଗୀର ଜିଲ୍ଲାରୁ ୯୧ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୯ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୭ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୦୩ଜଣ, ପୁରୀ ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୪ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪୬ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

three × 1 =