ପୁଞ୍ଜିଲାଲକୁ ସର୍ତ୍ତମୂଳକ ଜାମିନ୍

ଭୁବନେଶ୍ୱର() ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ମୁଖ୍ୟ ଖଳନାୟକ ପୁଞ୍ଜିଲାଲକୁ ମେହରକୁ ମିଳିଲା ସର୍ତ୍ତମୂଳକ ଜାମିନ୍ । ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗ ଦେବାପାଇଁ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ । ୪ ଦିନ ପାଇଁ ଜାମିନ୍ ମଞ୍ଜୁର କଲେ ହାଇକୋର୍ଟ । ୨୮ ତାରିଖ ୧୧ଟା ମଧ୍ୟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପଟେ ଅଭିଯୁକ୍ତ ପୁଞ୍ଜିଲାଲକୁ ଜାମିନ୍ ପ୍ରଦାନ କରିବା ସହ ଅନେକ କଡ଼ା ସର୍ତ୍ତ ରଖିଛନ୍ତି କୋର୍ଟ । ଜାମିନ୍ ଅବଧି ଭିତରେ ଗଣମାଧ୍ୟମକୁ ନଭେଟିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । କେବଳ ଏତିକି ନୁହେଁ ଏହି ଚାରି ଦିନ ଭିତରେ ବାହରକୁ ଗଲେ ସ୍ଥାନୀୟ ଅଧିକାରୀଙ୍କୁ ଜଣାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

fifteen − 10 =