ରାଜଧାନୀରେ ପାର୍କିଂ ଫି ନେଲେ ଦୃଢ କାର୍ୟ୍ୟାନୁଷ୍ଠାନ

ଭୁବନେଶ୍ୱର() ରାଜଧାନୀରେ ବନ୍ଦ ହେବ ପାର୍କିଂ ଫି । ସପିଂ ମଲ, ହସ୍ପିଟାଲ, ମଲ୍ଟିପ୍ଲେକ୍ସ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଓ ଉଚ୍ଚ ଅଟ୍ଟାଳିକାରେ ପାର୍କିଂ ଫି ନିଆଗଲେ ଦୃଢ କାର୍ୟାନୁଷ୍ଠାନ ନିଆଯିବ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା । ବିଏମସି ନାଁରେ କେହି ଅନଧିକୃତ ପାର୍କି ଫି ନେଲେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

1 + 9 =