ପଟ୍ଟାଙ୍ଗୀ ବିଧାୟିକାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ପଟାଙ୍ଗୀର ପୂର୍ବତନ ବିଧାୟିକା ଚନ୍ଦ୍ରମା ପଟାଙ୍ଗୀଙ୍କ ପରଲୋକ ହୋଇଛି । ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଆଜି ଶୋକ ପ୍ରକାଶ କରିଛନ୍ତି । ନିଜ ଟ୍ୱିଟର ହ୍ୟାଣ୍ଡରେ ଶୋକ ପ୍ରକାଶ କରିଛନ୍ତି । ସେ ଲେଖିଛନ୍ତି କି, ପଟାଙ୍ଗୀ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଚନ୍ଦ୍ରମା ସାଉନ୍ତାଙ୍କ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ । ଜନ ପ୍ରତିନିଧି ଭାବେ ତାଙ୍କ କାର‌୍ୟ୍ୟ ସର୍ବଦା ତାଙ୍କୁ ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Share

Leave a Reply

Your email address will not be published. Required fields are marked *

16 + sixteen =