ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଆଜିର ପେଟ୍ରୋଲ ଏବଂ ଡିଜେଲ ଦାମ

ଆଜି ମଧ୍ୟ ଉଭୟ ପେଟ୍ରୋଲ ଏବଂ ଡିଜେଲ ମହଙ୍ଗା ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୬.୫୪ ପଇସା ଥିବା ବେଳେ ଡିଜେଲ ଦର ରହିଛି ୧୦୨ ୯୩ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬.୫୪ ପଇସା ଓ ଡିଜେଲ ଦର ୯୫.୨୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୨ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୧୦୩ ଟଙ୍କା ୨୬ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୭ ଟଙ୍କା ୧୧ ପଇସା ଥିବାବେଳେ ଡିଜେଲ ଦର ୯୮ ଟଙ୍କା ୩୮ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୩ ଟଙ୍କା ୬୧ ପଇସା ଥିବା ବେଳେ ଡିଜେଲ ଦାମ ୯୯ ଟଙ୍କା ୫୮ ପଇସା ରହିଛି।

Share

Leave a Reply

Your email address will not be published. Required fields are marked *

4 × 3 =