୧୨ରେ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର() ଆସନ୍ତା ୧୨ ତାରିଖରୁ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା। ୧୨ ତାରିଖରୁ ୨୨ ତାରିଖ ମଧ୍ୟରେବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ହେବ ପରୀକ୍ଷା। ୨୬ଟି ପରୀକ୍ଷା କେନ୍ଦ୍ରରେ ୬୨ ହଜାର ୧୮୯ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।

ତେବେ ୭ ନଭେମ୍ବରରେ ପ୍ରକାଶ ପାଇବ ମେରିଟ ଲିଷ୍ଟ। ଓଏମ୍‌ଆର୍‌ରେ ୭୦ଟି ମଲ୍ଟିପୁଲ୍‌ ଚଏସର ପରୀକ୍ଷା ହେବ। ପୂଜା ଛୁଟି ପରେ ସ୍କୁଲ ଓ କଲେଜ ଖୋଲିଲେ ପାଠ ପଢ଼ା ହେବ ବୋଲି ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

18 − 12 =