ପଞ୍ଜାୟତିରାଜ ଓ ପାନୀୟ ଜଳ ବିଭାଗ ପାଇଁ ୬୦କୋଟି

ଭୁବନେଶ୍ୱର() କ୍ୱାରେଣ୍ଟିନ ସରିଥିବା ଲୋକଙ୍କ ପାଇଁ ୬୨କୋଟି ଟଙ୍କା ପ୍ରଦାନ ପାଇଁ ଏସଆରସି ପ୍ରଦୀପ ଜେନା ଚିଠି ଲେଖିଛନ୍ତି । ସିଏମ ରିଲିଫ ପାଣ୍ଠିରୁ ୬୨କୋଟି ଟଙ୍କା ଦେବାକୁ ଏସଆରସି ଚିଠି ଲେଖିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ସଚିବଙ୍କୁ ଚିଠି ଲେଖିଛନ୍ତି ଏସଆରସି । ପଞ୍ଜାୟତିରାଜ ଓ ପାନୀୟ ଜଳ ବିଭାଗ ପାଇଁ ୬୦କୋଟି ଟଙ୍କା । ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗ ପାଇଁ ୨କୋଟି ପ୍ରଦାନ କରିବାକୁ ଚିଠିରେ ଉଲ୍ଲେଖ ହୋଇଛି । କ୍ୱାରେଣ୍ଟିନ ସରିଲେ ପ୍ରତ୍ୟକଙ୍କୁ ୨ହଜାର ଲେଖାଏଁ ଟଙ୍କା ମିଳିବ ।

Share

Leave a Reply

Your email address will not be published. Required fields are marked *

two × three =