ବର୍ଷା ବିତ୍ପାତରେ ୫ଜଣଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର() ରାଜ୍ୟରେ ଲଘୁଚାପ ପ୍ରଭାବରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଲଗାଣ ବର୍ଷା ପାଇଁ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିଛି । ଏହି ବର୍ଷା ବିତ୍ପାତରେ ରାଜ୍ୟରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି ଏସଆରସି ପ୍ରଦୀପ ଜେନା । ମୃତକଙ୍କ ମଧ୍ୟରେ ମୟୁରଭଞ୍ଜରେ ୩, ବଲାଙ୍ଗୀର ଓ ଦେବଗଡ଼ରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ନଦୀରେ ଭାସିଯାଇ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କାନ୍ଥପଡ଼ି ୩ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

14 − two =