ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା

ଭୁବନେଶ୍ୱର () ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ପଜିଟିଭ । ପିପିଲ ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ସୋସିଆଲ୍‌ ମିଡିଆ ଜରିଆରେ ସୂଚନା ଦେଇଛନ୍ତି ।

ପିପିଲି ବିଧାୟକ ପ୍ରଦୀପ ମହାରଥୀ ନିଜେ ସୋସିଆଲ ମିଡିଆରେକରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଛନ୍ତି । ଏହାସହିତ ଗତକିଛି ଦିନ ତଳେ ବିଧାୟକଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜ ନିଜର ଟେଷ୍ଟ କରିବାକୁ ଅନୁରୋଧ ମଧ୍ୟ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

two × 4 =