ଲୋକାଯୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଲୋକାଯୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ସେ ସୁପ୍ରିମକୋର୍ଟରେ ଫୌଜଦାରୀ ମାମଲା ଆବେଦନ କରିଛନ୍ତି । ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ଅଭିଯୋଗ ଅଣାଯାଇଛି । ପ୍ରଦୀପଙ୍କ ପକ୍ଷରୁ କୋର୍ଟରେ ଲଢ଼ୁଛନ୍ତି ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ୟ୍ୟ ।

Share

Leave a Reply

Your email address will not be published. Required fields are marked *

6 + 17 =