ଗିରଫ ହେଲେ ବାହୁବଳୀ ବିଧାୟକ

ଗିରଫ ହେଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କଲ ବାଣପୁର ପୋଲିସ । ହସ୍ପିଟାଲରୁ ବାହାରିବା ପରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଚିଲିକା ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଗିରଫ କରାଯାଇଥିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ । କିଛି ସମୟ ମଧ୍ୟରେ ତାଙ୍କୁ ଭୁବନେଶ୍ବର କୋର୍ଟରେ ହାଜର କରାଯିବ ।

Share

Leave a Reply

Your email address will not be published. Required fields are marked *

twelve + nine =