ଓଡିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର() ଓଡିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୨୭ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ୨୭ ସନ୍ଧ୍ୟା ୬ଟା ସମୟରେ ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଞ୍ଚିବେ ।୨୮ତାରିଖରେ ଗୋପାଳପୁର ଗସ୍ତରେ ଯିବେ ରାଷ୍ଟ୍ରପତି । ଗୋପାଳପୁରରେ ଆର୍ମି ଏୟାର ଡିଫେନ୍ସ ସେଣ୍ଟର ପରିଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି ।

Share

Leave a Reply

Your email address will not be published. Required fields are marked *

seventeen + 11 =