ପୁରୀ ଓ ଲିଙ୍ଗରାଜ ମନ୍ଦିରର ଉନ୍ନତି କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର () ଆସନ୍ତା୨୯ତାରିଖଠାରୁ ଆରମ୍ଭ ହେବ ଜଗନ୍ନାଥ ଓ ଲିଙ୍ଗରାଜ ମନ୍ଦିରର ଉନ୍ନତି କାମ । କରୋନା ମହାମାରୀ ଓ ତାଲାବନ୍ଦ ପାଇଁ ଗତ ୨ମାସ ଧରି ବନ୍ଦ ଥିଲା କାର୍ଯ୍ୟ । ସମୀକ୍ଷା ପରେ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ପୁରୀ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ପୂର୍ବଭଳି କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଚତୁଃପାଶ୍ୱର୍ ଉଚ୍ଛେଦ ସହ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହେବ ।

Share

Leave a Reply

Your email address will not be published. Required fields are marked *

8 − 6 =