ସଙ୍ଗରୋଧ କେନ୍ଦ୍ରର ଖର୍ଚ୍ଚ ହିସାବ ମାଗିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର()  ରାଜ୍ୟ ବାହାରୁ କିମ୍ବା କରୋନା ଲକ୍ଷଣ ଦେଖାଦେଲେ ସଙ୍ଗରୋଧ କେନ୍ଦ୍ରରେ ରହିବାକୁ ରାଜ୍ୟ ସରକାର କହିଥିଲେ । ଆଜି ସେହି ସଙ୍ଗରୋଧ କେନ୍ଦ୍ରର ଖର୍ଚ୍ଚ ହିସାବ ମାଗିଛନ୍ତି ରାଜ୍ୟ ସରକାର । ଏନେଇ ସମସ୍ତ ଜିଲ୍ଲାପାଳ ,ପିଡ଼ି ଓ ବିଡ଼ିଓଙ୍କୁ ଚିଠି ଲେଖି ଖର୍ଚ୍ଚର ହିସାବ ମାଗିଛିି ପଞ୍ଚାୟତିରାଜ ବିଭାଗ । ଜୁନ ୧୯ ଭିତରେ ଖର୍ଚ୍ଚ ହିସାବ ଦେବାକୁ ପଞ୍ଚାୟତିରାଜ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ପଞ୍ଚାୟତସ୍ତରରେ ପ୍ରାୟ ୧୬,୮୧୩ ସଙ୍ଗରୋଧ କେନ୍ଦ୍ର ରହିଥିବା ନେଇ ସୂଚନା ରହିଛି ।

Share

Leave a Reply

Your email address will not be published. Required fields are marked *

two × 5 =