ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ଦେହାନ୍ତ

ଭୁବନେଶ୍ୱର()  ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୪ବର୍ଷ ବୟସ ହୋଇଥିଲା । ସେ ୨୦୦୯ ରୁ ୨୦୧୪ ଯାଏ ତିର୍ତ୍ତୋଲର ବିଧାୟକ ଥିଲେ ।

Share

Leave a Reply

Your email address will not be published. Required fields are marked *

1 × one =