୧୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର()ଆସନ୍ତାକାଲି ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ଏହି  ଜିଲ୍ଲାଗୁଡିକ ହେଉଛି-ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡା, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ । ଏନେଇ ଆଜି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

fourteen − 10 =