୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର() ବିହାରରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ଏକ ଟ୍ରପଲାଇନ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରେ କେତକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ୧୦ଜିଲ୍ଲାକୁ କାଳବୈଶାଖୀ ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୧୦ଜିଲ୍ଲାଗୁଡ଼ିକ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

seven + eleven =