ସତର୍କ ରୁହ ୧୩ ଜିଲ୍ଲା

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ପ୍ରଭାବରେ ଆଜି ଓ କାଲି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡିକ ହେଲା- ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ, ସମ୍ବଲପୁର ଓ ସୁବର୍ଣ୍ଣପୁର। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

three − 1 =