୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର()  ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ବର୍ଷା ଓ ବଜ୍ରପାତ ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା । ଏହି ଜିଲ୍ଲା ଗୁଡ଼ିକ ହେଉଛି- ସମ୍ବଲପୁର, ଦେବଗଡ଼, ନୂଆପଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ବରଗଡ଼। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି।

Share

Leave a Reply

Your email address will not be published. Required fields are marked *

four × 4 =