୧୨ ଜିଲ୍ଲା ସତର୍କ ରୁହ

ଭୁବନେଶ୍ୱର()ରାଜ୍ୟରେ ଦିନକୁ ଦିନ ପ୍ରଚଣ୍ଡ ଖରାକୁ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଏହାସହ ସ୍ଥାନେ ସ୍ଥାନେ ବର୍ଷା ମଧ୍ୟ ହେଉଛି । ଏହାରି ମଧ୍ୟରେ ଆଜି ରାତି ୮ଟା ୩୦ସୁଦ୍ଧା ୧୨ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି । ୧୨ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, ମୟୁରଭଞ୍ଜ, ଗଞ୍ଜାମ, ଗଜପତି, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର, କଟକ, ଢ଼େଙ୍କାନାଳ, ନୂଆପଡ଼ା, ବଲାଙ୍ଗିର । ଏହିସବୁ ଜିଲ୍ଲା ଗୁଡ଼ିକରେ ବର୍ଷା ଓ ବଜ୍ରପାତକୁ ନେଇ ସତର୍କ କରିଛି ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

eleven + 19 =