୪୮ ଘଣ୍ଟା ପ୍ରବଳ ବର୍ଷିବ

ଭୁବନେଶ୍ୱର () ଆସନ୍ତା ୪୮ ଘଣ୍ଟା ଭିତରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଦେଇଛି ।
ଏହାର ପ୍ରଭାବରେ ମୟୂରଭଞ୍ଜ, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, ନୟାଗଡ, କେନ୍ଦୁଝର, ଭଞ୍ଜାମ, ଗଜପତି, ଖୋର୍ଦ୍ଧା ଓ କଟକରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଫଳରେ ଦଶହରା ପୂଜା ମଉଜ ଫିକା ପଡ଼ିବାର ଆଶଙ୍କା ଦେଖାଦେଇଛି ।

Share

Leave a Reply

Your email address will not be published. Required fields are marked *

20 − thirteen =