ସତର୍କ ରୁହ ୧୪ ଜିଲ୍ଲା

ଭୁବନେଶ୍ୱର () ରାଜ୍ୟର ଦକ୍ଷିଣ ଠାରୁ ଆରମ୍ଭ କରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୧୪ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।ଏହି ଜିଲ୍ଲା ଗୁଡିକ ହେଲା  ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁବର୍ଣ୍ଣପୁର,ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ।

Share

Leave a Reply

Your email address will not be published. Required fields are marked *

one + one =