୫ ଜିଲ୍ଲା ସତର୍କ ରୁହ

ଭୁବନେଶ୍ୱର() ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି । ଆଗକୁ ଆହୁରି ତାତି ବଢ଼ିବ ବୋଲି ମଧ୍ୟ ସୂଚନା ରହିଛି । ଏହାସହ ସ୍ଥାନେ ସ୍ଥାନେ କାଳବୈଶାଖୀ ମଧ୍ୟ ହେଉଛି । ଏହାରିମଧ୍ୟରେ ଆଜି  ୫ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ଆଶଙ୍କା ରହିଛି । ୫ଜିଲ୍ଲା ଗୁଡ଼ିକ ହେଉଛି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିର । ଏହି ସବୁ ଜିଲ୍ଲାକୁ ବତ୍ରପାତ ନେଇ ସତର୍କ କରିଛି ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

one × two =