୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର()  ଆଜି ଭୀଷଣ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହା ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏନେଇ ୬ଟି ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ସେହି ୬ଟି ଜିଲ୍ଲା ମଧ୍ୟରେ ନୂଆପଡା, ବରଗଡ, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗିର ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ତାଜା ଅପଡେଟ୍ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

five × five =