କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା

ଭୁବନେଶ୍ୱର() ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ସମସ୍ତ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ । କଳାହାଣ୍ଡି, ବରଗଡ଼, ସୋନପୁର, ଦେବଗଡ଼, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ କେରାପୁଟ, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ଅନୁଗୁଳ, ଦେବଗଡ଼ ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ବର, ଢେଙ୍କାନାଳ, କଟକ, ଭଦ୍ରକ ଜିଲ୍ଲାରେ ବର୍ଷା ସହ ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ । ବିହାରରୁ ଛତିଶଗଡ଼ ପର୍ଯ୍ୟନ୍ତ ଏକ ଟ୍ରଫ୍ ଲାଇନ୍ ସୃଷ୍ଟି ହୋଇଥିବାରୁ କାଳବୈଶାଖୀ ଜନିତ ବର୍ଷା ହେଉଛି ।

Share

Leave a Reply

Your email address will not be published. Required fields are marked *

twenty − fourteen =