୭ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର()  ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ସହ ବହୁତ ଶୀଘ୍ର ମୌସୁମୀ ଓଡ଼ିଶା ଛୁଇଁବା ନେଇ ସୂଚନା ରହିଛି । ଏହାସହ ସ୍ଥାନେ ସ୍ଥାନେ  କାଳବୈଶାଖୀ ମଧ୍ୟ ହେଉଛି । ସେହିପରି ଆଜି ୭ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରାଯାଇଛି । ୭ଜିଲ୍ଳା ଗୁଡ଼ିକ ବାଲେଶ୍ୱର, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଗଜପତି । ଏହି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

19 − one =