ଓଡ଼ିଶା ଛୁଇଁଲା ମୌସୁମୀ, ବର୍ଷା ଆରମ୍ଭ

ଭୁବନେଶ୍ୱର() ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୌସୁମୀ ଓଡ଼ିଶା ଛୁଇଁବା ଫଳରେ ଆଜିଠାରୁ ରାଜ୍ୟରେ ସ୍ଥାନେ ସ୍ଥାନେ ବର୍ଷା ମଧ୍ୟ ଆରମ୍ଭ ହୋଇଛି । କିନ୍ତୁ ପୂର୍ବରୁ ୧୧ କି ୧୨ରେ ମୌସୁମୀ ଛୁଇଁବା ନେଇ ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

16 + seventeen =