୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ଵର()  ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଦେଖିବାକୁ ମିଳିଛି । ତେବେ ଆସନ୍ତା ୭ ତାରିଖ ଯାଏଁ ଏମିତି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ପାଣିପାଗ ବିଭାଗ ଅନୁଯାୟୀ ଆଜି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୧୦ରୁ ଅଧିକ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛନ୍ତି କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା।

Share

Leave a Reply

Your email address will not be published. Required fields are marked *

one × three =