୫ ଜିଲ୍ଲା ସତର୍କ ରୁହ

ଭୁବନେଶ୍ୱର() ଓଡିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି । ଏନେଇ ୫ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ୫ଟି ଜିଲ୍ଲା ମଧ୍ୟରେ ସାମିଲ ରହିଛି- ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ ଓ ଯାଜପୁର। ଏହି ଜିଲ୍ଲା ସମେତ ଓଡିଶାର ଅନ୍ୟ କିଛି ଅଞ୍ଚଳରେ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ତାଜା ଅପଡେଟ୍ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

17 + 8 =