୨୪ ଘଣ୍ଟା ସତର୍କ ରୁହ ୧୪ ଜିଲ୍ଲା

ଭୁବନେଶ୍ୱର() ୧୪ ଜିଲ୍ଲାକୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଟକ, କନ୍ଧମାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ଢ଼େଙ୍କାନାଳ ଭଳି ଜିଲ୍ଳା ଗୁଡ଼ିକରେ ବର୍ଷା ଓ ବଜ୍ରପାତ ବିପଦଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏପରିକି ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

three × five =