୩ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର() ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆଜିଠାରୁ ୩ ଦିନ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । କାଲିଠାରୁ ଉପକୂଳ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

two × 4 =