୧୨ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର() ବଙ୍ଗୋପସାଗରରେ ଆସନ୍ତାକାଲି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି କାରଣରୁ  ରାଜ୍ୟରେ ଆଗାମୀ ୨୪ଘଣ୍ଟା ପାଇଁ ୧୨ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୧୨ଜିଲ୍ଲାଗୁଡ଼ିକ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ପୁରୀ ।

Share

Leave a Reply

Your email address will not be published. Required fields are marked *

1 × 2 =