୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ୧୪ ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲା ଗୁଡିକ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ଅନୁଗୁଳ।

ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

Share

Leave a Reply

Your email address will not be published. Required fields are marked *

11 − 4 =