ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାସହ ଆଜି ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅନୁଗୁଳ, ଦାବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Share

Leave a Reply

Your email address will not be published. Required fields are marked *

fifteen − 11 =