୮ ଜିଲ୍ଲା ସତର୍କ ରୁହ

ଭୁବନେଶ୍ୱର() ରାଜ୍ୟର ବହୁ ଅଞ୍ଚଳ ଏବେ ବି ପାଣି ଘେରରେ ରହିଥିବା ବେଳେ ପୁଣିଥରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ ଘଣ୍ଟା ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୮ଟି ଜିଲ୍ଲା ମଧ୍ୟରେ ସାମିଲ ରହିଛି- ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ଓ ମାଲକାନଗିରି । ଏହି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

4 × one =