୨୫ରେ ଏହି ସ୍ଥାନରେ ହୋଇପାରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର () ୨୪ ଓ ୨୫ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ସମେତ ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଧା, ସୋନପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ
ହାଲୁକା ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୩ରୁ ୪ ଦିନ ପର୍ୟ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରାରେ ସେଭଳି ବଡ଼ଧରଣର ପରିବର୍ତନ ହେବନି। ତେବେ ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର କୁହୁଡ଼ି ଲାଗିରହିବ।

Share

Leave a Reply

Your email address will not be published. Required fields are marked *

18 + eleven =