୧୩ ଜିଲ୍ଲା ସତର୍କ ରୁହ

ଭୁବନେଶ୍ୱର() ଆଜି ୧୩ଟି ଜିଲ୍ଲାରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ସମ୍ଭାବନା ରହିଛି । ଏନେଇ ସତର୍କ ପରାମର୍ଶ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର। ବର୍ଷା ଓ ବଜ୍ରପାତ ହେବାକୁ ଥିବା ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ଭଦ୍ରକ । ଏହି ସମୟରେ ବାହାରକୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

two × one =