୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର () ୮ ଜିଲ୍ଲାରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ସମ୍ଭାବନା ରହିଛି । ଏନେଇ ସତର୍କ ପରାମର୍ଶ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର। ଜିଲ୍ଲାଗୁଡ଼ିକ ହେଲା ରାୟଗଡା,କନ୍ଧମାଳ, କେନ୍ଦ୍ରାପଡା, ଦେବଗଡ, ମୟୂରଭଞ୍ଜ, କଟକ, ଗଂଜାମ ଓ ଗଜପତି। ଏହି ସମୟରେ ବାହାରକୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

one × three =