୨୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()  ୨୨ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡିକରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ଜଗତସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, ଫୁଲବାଣୀ, ବୌଦ୍ଧ, ସୋନପୁର, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ସମ୍ବଲପୁର ।

Share

Leave a Reply

Your email address will not be published. Required fields are marked *

two × 3 =